www.samajalive.in
Saturday, December 6, 2025
19.1 C
Bhubaneswar

ମଦ ପାଇଁ ବାପାର ଜୀବନ ନେଲା ପୁଅ

ବାଲେଶ୍ୱର : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଗଡଜାମକୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ସୋମବାର ଖବର ମିଳିଛି। ବାପା ପୁଅକୁ ମଦ ପିଇବାକୁ ବିରୋଧ କରିବାରୁ ପୁଅ ମାଡରେ ବାପାର ମୃତ୍ୟୁ ହୋଇଛି। ମୃତକ ହେଲେ ଅନନ୍ତ ଜେନା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories