www.samajalive.in
Saturday, December 6, 2025
14.1 C
Bhubaneswar

ଡ଼ଙ୍ଗା ବୁଡ଼ି ଜଣେ ମତ୍ସ୍ୟଜୀବୀ ନିଖୋଜ

ବାଲେଶ୍ୱର : ବାଲେଶ୍ୱର କଷାଫଳ ମୁହାଣରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କଷାଫଳ ମୁହାଣ ନିକଟରେ ଏକ ଭୁଟୁଭୁଟି ବୁଡ଼ି ଜଣେ ମତ୍ସ୍ୟଜୀବୀ ନିଖୋଜ ଥିବା ବେଳେ ୩ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ଥିବା ବ୍ୟକ୍ତି ଜଣକ ହେଉଛନ୍ତି କଷାଫଳ ମୁହାଣ ଅଞ୍ଚଳର ପଞ୍ଚାନନ ଦଳେଇ। ସମୁଦ୍ରରୁ ମାଛ ଧରି ଫେରୁଥିବା ସମୟରେ କଷାଫଳ ମୁହାଣରେ ଡ଼ଙ୍ଗା ଓଲଟି ପଡ଼ିବାରୁ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories