www.samajalive.in
Saturday, December 6, 2025
26.1 C
Bhubaneswar

ବନ୍ୟା ଜଳରେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ

ବାଲେଶ୍ୱର : ବନ୍ୟା ଜଳରେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର୍ ଛାୟା ଖେଳାଇ ଦେଇଛି ।ମୃତ ଯୁବକ ଭୋଗରାଇ ଥାନା ମହେଶ ପୁର ପଞ୍ଚାୟତର ଅନନ୍ତ ଦଳେଇଙ୍କ ପୁଅ ମନୋଧର (୩୫)।ପୁଲିସ ସୂଚନା ଅନୁଯାୟୀ ସେ ଶୁକ୍ରବାର ସଂଧ୍ୟାରେ ବିଲକୁ ମାଛ ଧରିବାକୁ ଯାଇ ବନ୍ୟା ପାଣିରେ ବୁଡିଯାଇଥିଲେ।ଖବର ପାଇ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଜଳେଶ୍ଵର ପୁର ଡ଼ାକ୍ତରଖାନାକୁ ଆଣିଥିବା ବେଳେ ଡ଼ାକ୍ତର ମୃତ ଘୋଷଣା କରିଥିଲେ।ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶନିବାର ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories