www.samajalive.in
Saturday, December 6, 2025
16.1 C
Bhubaneswar

ଫିନାଇଲ୍‍ ମିଶା ଖାଦ୍ୟ ଖାଇ ୧୦ ରୁ ଅଧିକ କଲେଜ ଛାତ୍ର ଅସୁସ୍ଥ

ବାଲେଶ୍ୱର : ମେସ୍‍ ରେ ଫିନାଇଲ୍‍ ମିଶା ଖାଦ୍ୟ ଖାଇ କଲେଜ ଛାତ୍ର ଅସୁସ୍ଥ।ଏଭଳି ଘଟଣା ଆଜି ବାଲେଶ୍ୱର ଜିଲାରେ ଘଟିଛି। ରୁପସାରେ ଥିବା ଏକ ଘରୋଇ କଲେଜର ମେସରେ  ଫିନାଇଲ ମିଶା ଖାଦ୍ୟ ଖାଇ ୧୦ରୁ ଅଧିକ ଛାତ୍ର ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବାଲେଶ୍ୱର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ରୋଷେଇ ବେଳେ ତରକାରୀରେ ଫିନାଇଲ ମିଶି ଯିବାରୁ ଏହି ଅଘଟଣ ଘଟିଛି। ପାଚିକା ତରକାରୀରେ ଭୁଲରେ ଫିନାଇଲ ମିଶାଇ ଦେଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘଟଣାର ତଦନ୍ତ ଆରମ୍ଭ ହୋଇଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories