www.samajalive.in
Wednesday, November 12, 2025
19.1 C
Bhubaneswar

ଏମଆରଏସଏଏମର ଦୁଇ ରାଉଣ୍ଡ ସଫଳ ପରୀକ୍ଷଣ

ବାଲେଶ୍ୱର: ଏମଆରଏସଏଏମ (MRSAM)ର ଦୁଇ ରାଉଣ୍ଡ ସଫଳ ପରୀକ୍ଷଣ କରାଯାଇଛି । ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ମଧ୍ୟମ ଦୂରଗାମୀ କ୍ଷେପଣାସ୍ତ୍ର MRSAMର ଦୁଇଟି ରାଉଣ୍ଡ ପରୀକ୍ଷା କରାଯାଇଛି  । ଆଜି ପୂର୍ବାହ୍ନ ୧୦ଟା ୧୪ ମିନିଟ୍‌ରେ ପ୍ରଥମ ରାଉଣ୍ଡ ୩ନଂ ଲଞ୍ଚପ୍ୟାଡ଼ରୁ କରାଯାଇ ଥିବାବେଳେ ଦ୍ବିତୀୟ ରାଉଣ୍ଡ ୧୧ଟା ୦୩ ମିନିଟରେ ଉତ୍‌କ୍ଷେପଣ କରାଯାଇଛି । ଉତ୍‌କ୍ଷେପଣ ସମୟରେ ସ୍ଥିରିକୃତ କରାଯାଇଥିବା ସମସ୍ତ ଦିଗ, ଗତି ଓ ଟାର୍ଗେଟ୍‌କୁ ସଠିକ ଭାବେ ଏହି ମିସାଇଲ ଛୁଇଁଥିବା ଜଣାପଡିଛି।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories