www.samajalive.in
Wednesday, December 10, 2025
18.1 C
Bhubaneswar

ଶାବଳରେ ଆକ୍ରମଣ କରି ବୃଦ୍ଧଙ୍କୁ ହତ୍ୟା

ବାଲେଶ୍ୱର : ରେମୁଣା ଥାନା ଅଧୀନ ବଡପାଳ ପଞ୍ଚାୟତ କାକବାରାଇ ଗ୍ରାମରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବୃଦ୍ଧଙ୍କ ମୁଣ୍ଡକୁ ଶାବଳରେ ଆକ୍ରମଣ କରି ହତ୍ୟା କରାଯାଇଥିବା ସହିତ ବୃଦ୍ଧଙ୍କ ଆଖିରେ ଗଭୀର କ୍ଷତ ହୋଇଥିବା ଦେଖିବାକୁ ମିଳିଛି ।
ହତ୍ୟା ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ମୃତକଙ୍କ ପରିବାର ପକ୍ଷରୁ ରେମୁଣା ଥାନାକୁ ଖବର ଦିଆଯାଇଥିଲା। ମୃତକଙ୍କ ଜଣକ ସ୍ଥାନୀୟ ଅଞ୍ଚଳର ରଘୁନାଥ ଜେନା ବୋଲି ଜଣାପଡ଼ିଛି । ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ରେମୁଣା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସହ ସାଇଣ୍ଟିଫିକ୍ ଟିମ୍ ଓ ଡଗ ସ୍କ୍ବାର୍ଡ ପହଞ୍ଚିଥିବା ଜଣାପଡ଼ିଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories