www.samajalive.in
Monday, December 8, 2025
27.1 C
Bhubaneswar

ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ଭୁବନେଶ୍ୱର: ବାଲେଶ୍ଵରରେ ଆଜି ଘଟିଥିବା ଗୋଷ୍ଠୀ ଗତ ଉତ୍ତେଜନା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ଵର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦୃଢ଼ ନିର୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୌଣସି ପରିସ୍ଥିତିରେ ଶାନ୍ତି ଶୃଙ୍ଖଳା ବ୍ୟାହତ ହେବାକୁ ଦିଆ ଯିବ ନାହିଁ। ଓଡ଼ିଶା ଏକ ଶାନ୍ତି ପ୍ରିୟ ରାଜ୍ୟ । ଭାଇଚାରା ବଜାୟ ରଖି ସମସ୍ତେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories