www.samajalive.in
Saturday, December 6, 2025
16.1 C
Bhubaneswar

ପରିତ୍ୟକ୍ତ ଘରେ ନାବାଳିକାର ମୃତଦେହ

ବାଲେଶ୍ଵର: ବାଲେଶ୍ଵର ରେମୁଣା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି।  ଏକ ପରିତ୍ୟକ୍ତ ଘରୁ ଜଣେ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ଦୁର୍ବନ୍ଧ ହେବାରୁ ସ୍ଥାନୀୟ ଲୋକ ପୁଲିସ୍ କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ନିଖୋଜ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତ ନାବାଳିକା ଜଣକ ୩ ଦିନ ହେବ ନିଖୋଜ ଥିଲେ। ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି।ସେପଟେ  ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତ ରବି ସିଂକୁ ପୁଲିସ୍ ଅଟକ ରଖି ଅଧିକ ପଚରାଉଚରା କରୁଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories