www.samajalive.in
Monday, December 8, 2025
20.1 C
Bhubaneswar

ବାଲି ବୋଝେଇ ଟ୍ରାକ୍ଟର ଜବତ

ବଡ଼ସାହି : ସ୍ଥାନୀୟ ପୁଲିସ୍‍ ବଡ଼ସାହି-ପ୍ରତାପପୁର ରାସ୍ତାର ବାଲିଆସାହି ନିକଟରୁ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ ଓଡ଼ି୧୧ଏମ୍‍ ୬୪୮୭)କୁ ଜବତ କରି ଥାନାରେ ଅଟକ ରଖିଛି। ବେଆଇନ ଭାବେ ବାଲି ଚାଲାଣ କରୁଥିବାବେଳେ ଚାଳକ ଆବଶ୍ୟକ କାଗଜପତ୍ର ଦେଖାଇ ନପାରିବାରୁ ଉପରୋକ୍ତ ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories