www.samajalive.in
Monday, December 15, 2025
27.1 C
Bhubaneswar

ବଦଳିଲା ବାଲିଯାତ୍ରା ନାଁ: ଏଥର କେବଳ ତଳ ପଡିଆରେ ହେବ

ସମାଜ ଡିଜିଟାଲ ଡେସ୍କ: ଏଥର ବାଲିଯାତ୍ରା ନାଁ ବଦଳି ଐତିହାସିକ ବାଲିଯାତ୍ରା କଟକ ୨୦୨୫ କରାଯାଇଛି । ପୂର୍ବରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା । ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ଚଳିତ ବର୍ଷର ବାଲିଯାତ୍ରା । ଏଥର ଉପର ବାଲିଯାତ୍ରା ପଡିଆରେ ହେବନି ବାଲିଯାତ୍ରା । କେବଳ ତଳ ପଡିଆରେ ହେବ ବାଲିଯାତ୍ରା । ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡିଆରେ ଏଥର ହେବନି ଯାତ୍ରା । ୩୪ଏକ ପରିବର୍ତ୍ତେ ୬୦ଏକର ଜାଗାରେ ହେବ ବାଲିଯାତ୍ରା । ଏନେଇ ବାଲିଯାତ୍ରା ପୋର୍ଟାଲରେ ରହିବ ସମସ୍ତ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ବନ୍ଧୀୟ ସମସ୍ତ ତଥ୍ୟ ଏଥିରେ ଦିଆଯିବ ବୋଲି ସୂଚନା ଦେଇଛନ୍ତି କଟକ ଜିଲାପାଳ ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories