www.samajalive.in
Tuesday, December 9, 2025
15.1 C
Bhubaneswar

ଥମୁନି ଲୁଟେରାଙ୍କ ଉତ୍ପାତ ; ଲୁଟିଲେ ଅଳଙ୍କାର, ଘରେ ବୁଲାଇଲେ କଳାକନା

ଭୁବନେଶ୍ୱର : ଥମୁନି ଲୁଟେରାଙ୍କ ଉତ୍ପାତ। ବାଲିଅନ୍ତା ଗଡଶ୍ରୀରାମପୁର ବର୍ଷା ଆପାର୍ଟମେଣ୍ଟରୁ ଲୁଟ୍‌‌ ହୋଇଥିବା ନେଇ ସୋମବାର ଅଭିଯୋଗ ହୋଇଛି। ଘରେ କେହି ନଥିବାର ସୁଯୋଗ ନେଇ ଦୁର୍ବୃତ୍ତ ବିଳମ୍ବିତ ରାତିରେ ଘରୁ କଳାକନା ବୁଲାଇଛନ୍ତି। ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ଟଙ୍କା ଲୁଟ୍‌‌ ହୋଇଛି। ଖବର ପାଇ ବାଲିଅନ୍ତା ପୁଲିସ ଓ ସାଇଣ୍ଟିଫିକ୍‌‌ ଟିମ୍‌‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories