ପ୍ରଖର ସ୍ରୋତରେ ଭାସି ଯାଉଥିବା ବେଳେ ୩ ଉଦ୍ଧାର

ବାଲିଆପାଳ: ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହୋଇ ବାଲିଆପାଳ ବ୍ଲକର ବିଭିନ୍ନ ପଞ୍ଚାୟତର ୬୦ରୁ ଉର୍ଦ୍ଧ୍ବ ଗ୍ରାମ ଜଳମଗ୍ନ ହୋଇଛି। ବିଭିନ୍ନ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ରାସ୍ତା ପାର ହେଉଥିବା ବେଳେ ପ୍ରଖର ସ୍ରୋତରେ ଆଜି ୩ ଜଣ ଭାସି ଯାଉଥିଲେ। ଖବର ପାଇ ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଆହତଙ୍କୁ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜାମକୁଣ୍ଡା ପଞ୍ଚାୟତ … Continue reading ପ୍ରଖର ସ୍ରୋତରେ ଭାସି ଯାଉଥିବା ବେଳେ ୩ ଉଦ୍ଧାର