www.samajalive.in
Friday, December 5, 2025
23.1 C
Bhubaneswar

ବାଟବଣା କଲା ଗୁଗଲ୍‌ ମ୍ୟାପ୍

ବାଲିଗୁଡା: ବାଟବଣା କଲା ଗୁଗଲ୍‌ ମ୍ୟାପ୍। କନ୍ଧମାଳ ଜିଲ୍ଲା ବାଲିଗୁଡା ଗାଜଲବାଡି ଘାଟିରେ ଏକ ବନ୍ଧାକୋବି ବୋଝେଇ ଟ୍ରକ୍ ତଳକୁ ଖସିପଡିଛି। ଡ୍ରାଇଭରଙ୍କ ସହ ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଦୁଇ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁଗଲ୍‌ ମ୍ୟାପ୍ ନେଟଓ୍ବର୍କ କଟିଯିବାରୁ ଅନ୍ଧାରରେ ଘାଟି ରାସ୍ତାରେ ଏଭଳି ଅଘଟଣ ଘଟିଛି। ​‌ତେବେ ଟ୍ରକ୍‌ଟି ମଧ୍ୟପ୍ରଦେଶରୁ ବନ୍ଧାକୋବି ବୋଝେଇ କରି ହିଞ୍ଜିଳିକାଟୁ ଯାଉଥିଲା।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories