www.samajalive.in
Sunday, December 7, 2025
23.1 C
Bhubaneswar

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ବାଲିଗୁଡା: କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତ ପୁନିନାଟ ଗ୍ରାମ ନିବାସୀ ଲିଲୁ ଦିଗାଲ(୩୦)ଙ୍କର ବୁଧବାର ବାଇକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।

ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ରାତି ୯ଟାବେଳେ ଲିଲୁ କୌଣସି କାମରେ ନିଜ ବାଇକ ଯୋଗେ ବାଲିଗୁଡାକୁ ଆସୁଥିଲେ। ପୁନିନାଟ ନିକଟରେ ରାସ୍ତା କାମ ଚାଲିଥିବାବେଳେ କୌଣସି ସଚେତନତା ବାର୍ତ୍ତା ଲଗାଯାଇ ନ ଥିବାରୁ ହଠାତ ଭାରସାମ୍ୟ ହରାଇ ବାଇକଟି ଓଲଟି ପଡ଼ିଥିଲା। ଫଳରେ ଲିଲୁ ଗୁରୁତର ଆହତ ହୋଇ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories