www.samajalive.in
Friday, December 12, 2025
27.1 C
Bhubaneswar

ବାଲିଗୁଡା ସଂକୁଳର ଦିନିଆ କର୍ମଶାଳା ଅନୁଷ୍ଠିତ

ଫୁଲବାଣୀ/ ବାଲିଗୁଡା: କନ୍ଧମାଳ ଜିଲ୍ଲା  ବ।ଲିଗୁଡ। ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବାଲିଗୁଡା ସଂକୁଳର ଏକ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି l ସଂକୁଳ ସଂଯୋଜକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସଂଯୋଜନା ଓ ସଂକୁଳ ପ୍ରମୁଖ ଶ୍ରୀ ତୀର୍ଥବାସୀ  ଘଡ଼ାଇଙ୍କ ମାର୍ଗ ଦର୍ଶନରେ ଆୟୋଜିତ ଏହି କର୍ମଶାଳାରେ ସଂସ୍କୃତି ବୋଧ ପରିଯୋଜନା, ବୈଦିକ ଗଣିତ, ବିଜ୍ଞାନରେ ପ୍ରଶ୍ନ ମଞ୍ଚ, ପତ୍ର ବାଚନ, ପ୍ରୟୋଗ, ପ୍ରକଳ୍ପ, ନିବନ୍ଧ  ଆଦି ବିଷୟ କିପରି ଶିଶୁ ମାନେ କରିବେ ଆଲୋଚନା  କରାଯାଇଥିଲା  । ସଂସ୍କୃତି ବୋଧ ପରିଯୋଜନା ପୁଲବାଣୀ ବିଭାଗ ପ୍ରମୁଖ ତଥା ତୁମୁଡିବନ୍ଧ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ କୈଳାସ ଚନ୍ଦ୍ର ଧଳ କର୍ମଶଳା ପରିଚାଳନା କରିବା ସହ ଆବଶ୍ୟକ ସୂଚନା ପ୍ରଦାନ କରିଥିଲେ l ଏଥିରେ ବାଲିଗୁଡା, ରାଇକିଆ, ଦାରିଙ୍ଗବାଡ଼ି, ତୁମୁଡିବନ୍ଧ, ସାରଙ୍ଗଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପଚିଶରୁ ଅଧିକ ଆଚାର୍ଯ୍ୟ ଆଚାର୍ଯ୍ୟା ଯୋଗ ଦେଇଥିଲେ l ପ୍ରକାଶ ଥାଉକି ଏହି ପ୍ରତିଯୋଗିତା ଆସନ୍ତା ଅଗଷ୍ଟ  ଏକୋଇଶିରେ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଅନୁଷ୍ଠିତ ହେବ l

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories