www.samajalive.in
Saturday, December 6, 2025
15.1 C
Bhubaneswar

ପୋଖରୀରେ ବୁଡି ଭାଇ-ଭଉଣୀ ମୃତ

ସମାଜ ଡିଜିଟାଲ ଡେସ୍କ: ବାଲିଅନ୍ତା ଥାନା ସୁବାଳ ଗାଁରେ ଅଭାବନୀୟ ଘଟଣା। ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଭାଇ-ଭଉଣୀ। ପୋଖରୀ ନିକଟରେ ଖେଳୁଥିବା ବେଳେ ଗୋଡ ଖସିଯିବାରୁ ପଡ଼ିଯାଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ପହଞ୍ଚି ତେବେ ଉଭୟଙ୍କୁ ଊର୍ଦ୍ଧ୍ବାର କରି ମେଡିକାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories