www.samajalive.in
Saturday, December 6, 2025
14.1 C
Bhubaneswar

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

ଭୁବନେଶ୍ୱର: ବାଲିପାଟଣା ଥାନା ଅନ୍ତର୍ଗତ ବନମାଳିପୁର ନୂଆସାହିରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା। ମୃତ ଯୁବକ ଜଣଙ୍କ ହେଲେ ଅକ୍ଷୟ କୁମାର ମାଝି। ରବିବାର ରାତିରେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ଅକ୍ଷୟଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ। ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories