www.samajalive.in
Friday, December 5, 2025
20.1 C
Bhubaneswar

ଉପର ପଡ଼ିଆରେ ହେବ ବାଲିଯାତ୍ରା

ସମାଜ ଡିଜିଟାଲ ଡେସ୍କ: ଉପର ପଡ଼ିଆରେ ହେବ ବାଲିଯାତ୍ରା। ଏ ନେଇ ଅନୁମତି ପ୍ରଦାନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା।

ପ୍ରଶାସନର ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଥିଲା। ଶେଷରେ ଏହି ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଥିଲା, ଯାହାକୁ ସର୍ବୋଚ୍ଚ ନ୍ୟାୟାଳୟ ବିଚାର କରି ଉପର ପଡ଼ିଆରେ ବାଲିଯାତ୍ରା ପାଇଁ ଅନୁମତି ଦେଇଛନ୍ତି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories