www.samajalive.in
Friday, December 5, 2025
27.1 C
Bhubaneswar

ଗୋଟିଏ ଦିନ ବଢିଲା ବାଲିଯାତ୍ରା

କଟକ: ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖ ଦିନ ଉଦ୍‌ଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories