www.samajalive.in
Sunday, December 7, 2025
26.1 C
Bhubaneswar

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, ୨ ଗିରଫ

ବଲାଙ୍ଗିର: ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣବେଳେ ମାଡ଼ିବସିଲା ପୁଲିସ। ଗଞ୍ଜେଇ ଚାଲାଣ ହେଉଥିବା ଆମ୍ବୁଲାନ୍ସକୁ ବଲାଙ୍ଗିର ଟାଉନଥାନା ପୁଲିସ ଗୋଡ଼ାଇ ଗୋଡ଼ାଇ ଧରିଥିଲା। ୧୮ଶହ ବୋତଲ କଫ୍‌‌ସିରଫ, ଆମ୍ବୁଲାନ୍ସ ସହ ଗୋଟିଏ ସ୍କୁଟି ପୁଲିସ ଜବତ କରିଛି ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ କରାଯାଉଥିବା ଅଭିଯୋଗରେ ବଲାଙ୍ଗିର ପୁଲିସ ଏମଆର୍‌‌ ରାକେଶ ପ୍ରଧାନ ଏବଂ ଆମ୍ବୁଲାନ୍ସ ମାଲିକ ହରିହର ମିଶ୍ର ଗିରଫ କରିଥିବା ସୂଚନା ମିଳିଛି। ତେବେ ଆମ୍ବୁଲାନ୍ସ ଯୋଗେ କେତେ ପରିମାଣର ଗଞ୍ଜେଇ କେଉଁଠିକୁ ଚାଲାଣ ହେଉଥିଲା ତାହା ଜଣାପଡ଼ିନାହିଁ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories