www.samajalive.in
Monday, December 15, 2025
17.1 C
Bhubaneswar

ବାଲୁଗାଁରେ କୋଇଲା ବଗିରେ ଲାଗିଲା ନିଆଁ

ଚିଲିକା: ବିଶାଖାପାଟଣାରୁ ଖଡ଼ଗପୁର ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରେନର ଗୋଟିଏ ବଗିରେ ନିଆଁ ଲାଗିଛି । ନିଆଁ ଲାଗିବା ଫଳରେ ଧୂଆଁ ଦେଖାଯାଇଥିଲା । ଚିଲିକା ଷ୍ଟେସନରୁ ଖବର ପାଇ ବାଲୁଗାଁ ୪ ନଂ ପ୍ଲାଟଫର୍ମରେ ଟ୍ରେନଟି ଅଟକି ଥିଲା । ବାଲୁଗାଁ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅତ୍ୟଧିକ ଖରା ଯୋଗୁଁ କୋଇଲାକୁ କୋଇଲା ଘଷି ହେବା ଫଳରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

୩୦ ବର୍ଷ ପରେ ଶନିଙ୍କ ଓଲଟା ଚଳନ ; ଏହି ରାଶି ହେବେ ଭାଗ୍ୟବାନ୍‌, ମିଳିବ ଚାକିରି, ବଢିବ ଦରମା..

ଦେଖନ୍ତୁ ଭିଡିଓ ; ଯୁବତୀଙ୍କୁ ସୁଟ୍‌କେଶ ଭିତରେ ଲୁଚାଇ ହଷ୍ଟେଲ୍‌ ଆଣିଲେ ପ୍ରେମିକ, ଆଉ ତା’ପରେ..

- Advertisement -

କାମ କରୁନି ୟୁପିଆଇ, ଟଙ୍କା ନେଣଦେଣ ଠପ୍‌

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories