www.samajalive.in
Sunday, December 14, 2025
14.1 C
Bhubaneswar

ଭ୍ୟାନ ଓଲଟି ଜଣେ ମୃତ, ୭ ଆହତ

ବାଲୁଗାଁ: ଗଞ୍ଜାମ ଜିଲା ବଟେଶ୍ୱର ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା। ପିକଅପ୍‌‌ ଭ୍ୟାନ ଓଲଟି ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୭ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣ ଗୁରୁତର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଭୋଜି ସାରି ଫେରୁଥିବାବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା ବୋଲି ସୂଚନା ମିଳିଛି।

ଖବର ପାଇ ଅଗ୍ନିଶମ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ଉଦ୍ଧାର ପରେ ଚିକିତ୍ସା ପାଇଁ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ଏବଂ ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ପୁଲିସ ସୂଚନା ଦେଇଛି।

Hot this week

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

Related Articles

Popular Categories