www.samajalive.in
Monday, December 8, 2025
27.1 C
Bhubaneswar

ବଜ୍ରପାତରେ ବାପା, ପୁଅ ମୃତ

ବାଲୁଗାଁ : ମଝିଚିଲିକାରେ ବଜ୍ରପାତରେ ବାପା ପୁଅଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ବାପା ପୁଅ ମାଛ ଧରିବାକୁ ଯାଇଥିଲେ। ବଜ୍ରପାତ ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା। ମାଛ ଧରିବାକୁ ଯାଇ ଆଉ ଫେରି ନ ଥିଲେ ଦୁହେଁ। ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories