www.samajalive.in
Saturday, December 6, 2025
26.1 C
Bhubaneswar

ସିନେମା ଓ ଧାରାବାହିକ ସୁଟିଂ ଉପରେ କଟକଣା

ବନେଶ୍ୱର : ରାଜ୍ୟରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର କୌଣସି ସିନେମା କିମ୍ବା ଧାରାବାହିକ ସୁଟିଂ ଉପରେ କଟକଣା ଜାରି କରିଛନ୍ତି। ସମସ୍ତ ପ୍ରକାରର ଇନ୍‍ଡୋର, ଆଉଟ୍‍ଡୋର ସୁଟିଂ ବନ୍ଦ ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ୍‍ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସୁଟିଂ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories