www.samajalive.in
Monday, December 8, 2025
17.1 C
Bhubaneswar

ଜମାତ-ଏ-ଇସଲାମି ଉପରେ ୫ ବର୍ଷ ପାଇଁ କଟକଣା ବୃଦ୍ଧି

ଡେସ୍କ: ଜମ୍ମୁ-କଶ୍ମୀରର ଜମାତ-ଏ-ଇସଲାମି ଉପରେ ଲାଗିଥିବା ନିଷେଧାଦେଶକୁ କେନ୍ଦ୍ର ସରକାର ୫ ବର୍ଷ ପାଇଁ ବୃଦ୍ଧି କରିଛନ୍ତି। ୨୦୧୯ ଫେବ୍ରୁଆରି ୨୮ତାରିଖରେ ଏହି ଗ୍ରୁପକୁ ପ୍ରଥମେ ନିଷିଦ୍ଧ କରାଯାଇଥିଲା। ଆତଙ୍କବାଦ ଏବଂ ବିଚ୍ଛିନ୍ନତାବାଦ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୂନ୍ୟ ସହନଶୀଳତା ନୀତି ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି।

ମାର୍ଚ୍ଚ ୧୧ରୁ ଏକକ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା, ଆୟୋଜନ କରିବ ଏନଟିଏ

- Advertisement -

ଏହି ଗୋଷ୍ଠୀର କାର୍ଯ୍ୟକଳାପ ଦେଶର ସୁରକ୍ଷା, ଏକତା ଏବଂ ସାର୍ବଭୌମତ୍ବ ବିରୋଧୀ ବୋଲି ସେ କହିଛନ୍ତି। ଦେଶର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବା ଲୋକଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଜାରି ରଖିବେ ବୋଲି ଶ୍ରୀ ଶାହା କହିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories