www.samajalive.in
Monday, December 15, 2025
14.1 C
Bhubaneswar

ଆମରୁଢ଼ି ନିକଟରେ ମର୍ମନ୍ତୁତ ଦୁର୍ଘଟଣା, ୨ ମୃତ

ବଣାଇ: ଲହୁଣିପଡ଼ା ଥାନା ଆମରୁଢ଼ି ନିକଟରେ ମର୍ମନ୍ତୁତ ଦୁର୍ଘଟଣା। ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାଳେ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଆମରୁଢ଼ି ନିକଟରେ ଏକ ଅଜଣାଗାଡ଼ି ଭ୍ୟାନକୁ ଧକ୍କା ଦେଇଥିଲା ଏବଂ ଭ୍ୟାନଟି ବ୍ରିଜ୍‌‌ରେ ପିଟି ହୋଇଯାଇଥିଲା। ଏହି ଦୁର୍ଘଟଣାରେ ୨ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ସେହିପରି ଦୁର୍ଘଟଣାରେ ୨ ଗୁରୁତରଙ୍କୁ ସ୍ଥାନୀୟ ହସପିଟାଲରେ ଚିକିତ୍ସା କରାଯାଇଥିଲା ଏବଂ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଉଦବେଗଜନକ ହେବାରୁ ରାଉରକେଲା ସ୍ଥାନାନ୍ତର କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories