www.samajalive.in
Saturday, December 6, 2025
16.1 C
Bhubaneswar

ହାତୀ ପାଇଁ ବନ କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ମାଡ

ବଣାଇ : ହାତୀ ଉପଦ୍ରବ ପାଇଁ ବନ କର୍ମଚାରୀଙ୍କୁ ଗ୍ରାମବାସୀ ମାଡ ମାରିଥିବା ନେଇ ମଙ୍ଗଳବାର ଅଭିଯୋଗ ହୋଇଛି। ଲହୁଣିପଡା ଥାନା ବାଙ୍କୀ ରେଞ୍ଜ ତାଲବାହାଲି ଗାଁରେ ଏହି ଘଟଣା ଘଟିଛି।

ଦିନିକିଆରେ କୋହଲିଙ୍କ ଦ୍ରୁତତମ ୧୩ ହଜାର ରନ୍‌

ହାତୀ ଘଉଡାଇବାକୁ ଯାଇଥିବା ବେଳେ ବନକର୍ମଚାରୀଙ୍କୁ ଆକ୍ରମଣ କରିଥିବା ବେଳେ ଏଥିରେ ଜଣେ ବନକର୍ମଚାରୀ ଆହତ ହୋଇଛନ୍ତି। ଏହାପରେ ବନବିଭାଗ ପକ୍ଷରୁ ଥାନାରେ ଏନେଇ ଏତଲା ଦିଆଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories