www.samajalive.in
Friday, December 5, 2025
23.1 C
Bhubaneswar

ଟ୍ରକ୍-ହାଇଓ୍ବା ମଝିରେ ଚାପି ହେଲା କାର୍‌

ବଣାଇ: ରେଲଓ୍ବେ ଫାଟକ ପଡିଥିବାବେଳେ ମାଡିଗଲା ହାଇଓ୍ବା। ସୁନ୍ଦରଗଡ ଜିଲ୍ଲା କେ.ବଲାଙ୍ଗ ଥାନା ରକସି ରେଲଓ୍ବେ ଫାଟକ ନିକଟରେ ସିରିଜ୍ ଦୁର୍ଘଟଣା ଘଟିଛି। ପଛରୁ ହାଇଓ୍ବା ପିଟିବା ଫଳରେ ଦୁଇଟି ବାଇକ୍, ଦୁଇଟି କାର୍ ଏବଂ ଗୋଟିଏ ଅଟୋ କ୍ଷତିଗ୍ରସ୍ତ ହୋଇଛି। ଆହତଙ୍କ ସଂଖ୍ୟା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଦୁଇ ସପ୍ତାହ ପୂର୍ବରୁ ସେହି ନିକଟ ଅଞ୍ଚଳରେ ବସ୍ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲିଯାଇଥିଲା।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories