ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ବାଇକରେ ଥିବା ଦୁଇ ବାଇକ ଆରୋହୀଙ୍କୁ ଏକ ଟ୍ରଲର ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରେ ଚଢାଇ ଦେଇଛି। ଫଳରେ ଘଟଣାସ୍ଥଳରେ ଦୁଇ ବ୍ୟକ୍ତିଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଛି।
Popular Categories



