www.samajalive.in
Monday, December 15, 2025
27.1 C
Bhubaneswar

ଯୁବତୀଙ୍କୁ ମାରି ନାଳରେ ଫିଙ୍ଗିଦେଲେ

ବଣାଇ: ଯୁବତୀଙ୍କ ଗଳିତ ମୃତଦେହ ନାଳରୁ ଉଦ୍ଧାର। ଗୁରୁଣ୍ଡିଆ ଥାନା ବାଲିଆ ନାଳରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଯୁବତୀଜଣଙ୍କ ସ୍ଥାନୀୟ ଅଞ୍ଚଳର ଏବଂ ତାଙ୍କୁ ହତ୍ୟା କରାଯାଇଥିବା ନେଇ ପୁଲିସ ସନ୍ଦେହ କରୁଛି। ତଦନ୍ତ ପରେ ପ୍ରକ୍ୟତ ସତ୍ୟ ସାମ୍ନାକୁ ଆସିବ ବୋଲି ପୁଲିସ କହିଛି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories