ପୁରୀ: ଆସନ୍ତାକାଲି(ବୁଧବାର) ମହାପ୍ରଭୁଙ୍କ ବନକଲାଗି ନୀତି। ବନକ ଲାଗି ନୀତି ପାଇଁ ପ୍ରାୟ ୬ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ବନକ ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ମାତ୍ର ସେହି ସମୟରେ ଶ୍ରଦ୍ଧାଳୁମାନେ ମନ୍ଦିରରେ ଥିବା ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରି ପାରିବେ।
Popular Categories



