ପୁରୀ: ଆସନ୍ତାକାଲି ତା୨୯.୧୧.୨୦୨୩ ରିଖ(ବୁଧବାର) ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ଟିକା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



