www.samajalive.in
Saturday, December 6, 2025
19.1 C
Bhubaneswar

ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ : ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି ପାରମ୍ପରିକ ରୀତିନୀତିରେ ଅନୁଷ୍ଠିତ ହେବ। ତେଣୁ ୫ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି ।

ବୁଧବାର ଫେବୃଆରୀ ତା୦୫.୦୨.୨୦୨୫ ରିଖ ମାଘ:ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ(ଏସଜେଟିଏ) ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories