www.samajalive.in
Monday, December 8, 2025
27.1 C
Bhubaneswar

ତ୍ୱଚା ପାଇଁ କଦଳୀ ଓ ଅଟାର ବ୍ୟବହାର

ଅଧିକାଂଶ ସୁନ୍ଦର ଦେଖାଯିବା ପାଇଁ ଇଚ୍ଛା ପ୍ରକାଶ କରିଥାଆନ୍ତି। ଏଥିପାଇଁ ବିଭିନ୍ନ ପ୍ରକାରର ପ୍ରସାଧନ ବ୍ୟବହାର କରନ୍ତି। ମାତ୍ର ଏପରି କିଛି ଘରୋଇ ଉପାୟ ଅଛି ଯାହା ଫଳରେ ଆପଣଙ୍କର ତ୍ୱଚା ଉଜ୍ୱଳ ଓ ସୁନ୍ଦର ଦେଖାଯିବ।
କଦଳୀ ଓ ଅଟା – କଦଳୀ ଓ ଅଟାକୁ ଚକଟି ଏଥିରେ କିଛି କ୍ଷୀର ମିଶାଇ କିଛି ସମୟ ରଖନ୍ତୁ।ଏହି ପେଷ୍ଟକୁ ତ୍ୱଚାରେ ଲଗାଇ୧୫ ରୁ ୨୦ ମିନିଟ୍‍ ରଖନ୍ତୁ। ଏହା ପରେ ଥଣ୍ଡା ପାଣି ମୁହଁକୁ ଧୋଇ ଦିଅନ୍ତୁ। ପ୍ରତି ୪ ଦିନକୁ ଥରେ ଏହା ଲଗାଇଲେ ଏହା ଖୁବ୍‍ ଉତ୍ତମ ଫଳ ଦେଇଥାଏ।
କିଛି କଞ୍ଚା କ୍ଷୀରକୁ ରାତିରେ ଫ୍ରିଜ୍‍ ରଖି ସକାଳେ ଏଥିରେ ସାମାନ୍ୟ ଲେମ୍ବୁ ଚୁପୁଡ଼ି ଏହାକୁ ସଙ୍ଗେ ସଙ୍ଗେ ମୁହଁରେ ଲଗାନ୍ତୁ ଏହାକୁ ନିୟମିତ ଲଗାଇଲେ ଏକ ମାସରେ ଆଶ୍ଚର୍ୟ୍ୟଜନକ ଫଳ ଦେଇଥାଏ। ଏହା ତ୍ୱଚାକୁ ଚିକ୍କଣ ରଖିବାସହ ସଫା ଓ ସୁନ୍ଦର କରିଦିଏ।
ମହୁ – ମହୁ ତ୍ୱଚା ପାଇଁ ଖୁବ୍‍ ଲାଭପ୍ରଦ ଅଟେ। ପ୍ରତି ୨ ଦିନରେ ଥରେ ଖାଲି ମହୁ ଲଗାଇଲେ ଏହା ମୁହଁକୁ ଚିକ୍କଣ ରଖିବା ସହ ଏହାର ଚମକ ମଧ୍ୟ ବଢାଇଥାଏ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories