www.samajalive.in
Wednesday, November 12, 2025
28.1 C
Bhubaneswar

ବାଣପୁର ବାଇପାସରେ ସିରିଜ ଦୁର୍ଘଟଣା

ସମାଜ ଡିଜିଟାଲ ଡେସ୍କ: ବାଣପୁର ବାଇପାସରେ ସିରିଜ୍‍ ଦୁର୍ଘଟଣା ଘଟିଛି । ୩ଟି ବସ୍‍ ପଛକୁ ପଛ ପିଟି ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବଂ ୫ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ୩ଜଣ ବସ ଡ୍ରାଇଭର ଚମ୍ପଟ୍‍ ମାରିଛନ୍ତି । ଗୋଟିଏ ଗାଈକୁ ବଞ୍ଚାଇବାକୁ ଯାଇ ପ୍ରଥମ ବସ୍‍ ଅଟକିବାରୁ ଦୁର୍ଘଟଣା ଘଟିଥିଲା । ୩ଟି ବସ୍‍ ମଝିରେ ଥିବା ବାଇକ୍‍ ଚାଳକ ଗୁରୁତର ହୋଇଥିବା ବେଳେ ପଛରେ ବସିଥିବା ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

Hot this week

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ପୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ପୋରଣ ଘଟଣାରେ ସାମ୍ନାକୁ ଆସିଲା...

ଏସ୍‌ଆଇ ସ୍କାମ୍‌ : ଶଙ୍କରର କେୟାର ଟେକର ଗିରଫ

ଭୁବନେଶ୍ବର: ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର...

ତ୍ରୁଟିଶୂନ୍ୟ ମ୍ୟାଚ୍‌ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ...

Related Articles

Popular Categories