www.samajalive.in
Monday, December 8, 2025
27.1 C
Bhubaneswar

ଦନ୍ତା ହାତୀ ଆକ୍ରମଣରେ ମହିଳା ମୃତ

ବାଣପୁର  : ବାଲୁଗାଁ ରେଞ୍ଜ ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗାଁରେ ଆଜି ସକାଳେ ଅଘଟଣ ଘଟିଛି।  ସକାଳୁ ସେହି ଗାଁର ରଞ୍ଜନା ପ୍ରଧାନ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି। ହାତୀ ପଛ ପଟୁ ଆସି ଦଳି ଦେଇଥିଲା।  ଯାହାଫଳରେ ତାଙ୍କୁ ସେଠାରୁ ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories