www.samajalive.in
Monday, December 15, 2025
26.1 C
Bhubaneswar

ଖାଇବା ନଦେବାରୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ୱାମୀ

ବଣେଇ : ବଣାଇ ଥାନା ଅର୍ନ୍ତଗତ ସାତକୁଟା ଗ୍ରାମରେ ଆଜି ଏକ ଅଭାଭନୀୟ ଘଟଣା ଘଟିଛି। ଏହି ଗ୍ରାମର ଅଦିନି ନାୟକ ନିଜ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି। ଅଦିନ ନାୟକ ଚାଷ କାମ ଶେଷକରି ଘରୁକୁ ଆସି ଖାଇବାକୁ ମାଗି ନିରାଶ ହେବା ପରେ ସ୍ତ୍ରୀ ପତି ନାୟକଙ୍କୁ ହତ୍ୟା କରିଥିଲା। ଏହା କରିବାପରେ ଅଦନି ନିଜେ ପୁଲିସ ନିକଟରେ ଅତ୍ମସମର୍ପଣ କରିଥିବା ସୂଚନା ମିଳିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories