www.samajalive.in
Sunday, December 7, 2025
14.1 C
Bhubaneswar

ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା ତରଫରୁ ୧୨ଘଟିଆ ବନ୍ଦ ସଫଳ

ଦ୍ୱାରଶୁଣି : ୩ଦଫା ଦାବି ନେଇ ଆଜି ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ତରଫରୁ ମୟୁରଭଞ୍ଜ ଜିଲା ବନ୍ଦ ଡାକରା ଦିଆଯାଇଥିଲା। ବାଙ୍ଗିରିପୋଷି ବ୍ଲକରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଝାଡଖଣ୍ଡ କର୍ମୀମାନେ ସମସ୍ତ ସରକାରୀ ବେସରକାରୀ ଶିକ୍ଷା ଅନୁଷ୍ଠାନବନ୍ଦ, ବଜାର, ହାଟ ବନ୍ଦ ହେବା ସହ ଜାତୀୟ ରାଜପଥ୧୮/୪୯ଅବରୋଧ କରିଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories