www.samajalive.in
Saturday, December 6, 2025
26.1 C
Bhubaneswar

ଦୁଆରଶୁଣି ଘାଟିରେ ଟ୍ରକ-ବାଇକ ମୁହାଁମୁହିଁ ଧକ୍କା; ଦମ୍ପତି ମୃତ

ବାଙ୍ଗିରିପୋଷି : ୪୯ନଂ ଜାତୀୟ ରାଜପଥର ବାଙ୍ଗିରିପୋଷି ନିକଟ ଦୁଆରଶୁଣି ଘାଟିରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ବିଶୋଇରୁ ବାରିପଦା ବାଇକରେ ଆସୁଥିବା ଏକ ଦମ୍ପତିଙ୍କ ବାଇକ ଦୁଆରଶୁଣି ଘାଟିରେ ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ ରାସ୍ତା ପାର୍ଶ୍ଵ ଗଛକୁ ଧକ୍କା ଦେଇଛି। ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ବାଙ୍ଗିରିପୋଷି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories