www.samajalive.in
Saturday, December 6, 2025
17.1 C
Bhubaneswar

ଦ୍ୱାରଶୁଣି ଘାଟି ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ

ବାଙ୍ଗିରିପୋଷି: ଦ୍ୱାରଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିର ୪୯ ନମ୍ବର ଜାତୀୟ ରାଜପଥରେ ଏକ ପିଆଜ ବୋଝେଇ ଟ୍ରକ୍‌ ବ୍ରେକ ଫେଲ୍ ଯୋଗୁ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି। ନାସିକରୁ ପଶ୍ଚିମବଙ୍ଗକୁ ଟ୍ରକରେ ପିଆଜ ବୋଝେଇ କରି ଯାଉଥିବା ବେଳେ ବ୍ରେକ ଫେଲ ହୋଇ ଘାଟି ତଳକୁ ଖସି ଯାଇଥିଲା। ଦୁର୍ଘଟଣାରେ ଚାଳକ ସୁସ୍ଥ ଥିବା ବେଳେ ହେଲପର ସାମାନ୍ୟ ଆହତ ହୋଇ ବାଙ୍ଗିରିପୋଷି ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories