www.samajalive.in
Monday, December 15, 2025
16.1 C
Bhubaneswar

ଦୁର୍ଘଟଣାରେ ଅବସର ପ୍ରାପ୍ତ ଯବାନ ମୃତ

ବାଙ୍ଗିରିପୋଷି: ଦୁର୍ଘଟଣାରେ ଅବସର ପ୍ରାପ୍ତ ଯବାନଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ଦରକୋଣ୍ଟିଆ (ଦିଘି) ଗ୍ରାମର ଗୁବାଇ ମାଝୀ। ସେ ଭାରତୀୟ ଯବାନ ଭାବେ ଚାକିରୀରୁ ଅବସର ନେଇଥିଲେ। ଗ୍ରାମ ନିକଟସ୍ଥ ରାସ୍ତା କଡରେ ମୃତ ଅବସ୍ଥାରେ ପଡିଥିଲେ। ଦୀର୍ଘ ସମୟ ପରେ ଖବର ପାଇ ବାଙ୍ଗିରିପୋଷି ଅଗ୍ନିଶମ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ..

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories