‘ସମାଜ’ ପ୍ରଭାବ; ବାଙ୍ଗିରିପୋଷି ଘାଟିରେ ଭାରି ଯାନ ପାଇଁ କଟକଣା

ବାଙ୍ଗିରିପୋଷି: ଚାରି ଦିନ ଧରି ବାଙ୍ଗିରିପୋଷି ଘାଟି ରାସ୍ତାରେ ଜାମ ଲାଗି ରହିବା ପରେ ଆଜି ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ମୟୁରଭଞ୍ଜ ଜିଲ୍ଲାର ଲାଇଫ ଲାଇନ କୁହାଯାଉଥିବା ବାଙ୍ଗିରିପୋଷି ଘାଟି ରାସ୍ତା କିଛି ଦିନ ହେଲାଣି ଅତ୍ୟନ୍ତ ଖରାପ ହେବା ଯୋଗୁ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣା ଲାଗି ରହୁଛି। ଅନ୍ୟ ପଟେ ଭାରି ଯାନ ଗୁଡିକୁ ବ୍ରେକ ଡାଉନ ହେଲେ ରାସ୍ତାରେ ଦୁଇ ତିନି ଦିନ ଧରି ଜାମ ଲାଗି ରହୁଛି। … Continue reading ‘ସମାଜ’ ପ୍ରଭାବ; ବାଙ୍ଗିରିପୋଷି ଘାଟିରେ ଭାରି ଯାନ ପାଇଁ କଟକଣା