www.samajalive.in
Monday, December 8, 2025
27.1 C
Bhubaneswar

ରେଳ ଧାରଣାରେ ପଡିଛି ମୃତଦେହ

ବାଙ୍ଗିରିପୋଷି : ବାଙ୍ଗିରିପୋଷି ଜ୍ୟୋତି ଆଇଟିଆଇ ଅନତି ଦୂରରେ ରେଳ ଧାରଣାରେ ପଡିଛି ଜଣଙ୍କ ମୃତଦେହ। ଟ୍ରେନ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତକ ମୁହଁ ମାଡ଼ି ପଡ଼ିଥିବାରୁ ତାଙ୍କ ପରିଚୟ ଜଣାପଡି ନାହିଁ। ଆରପିଏଫ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

କୋହଲା ପାଗକୁ ବର୍ଷା ; ଆସନ୍ତାକାଲି ଯାଏଁ ରାଜ୍ୟରେ ବର୍ଷିବ

ବାସ୍ତୁ: ନୂଆବର୍ଷର ପ୍ରଥମ ଦିନରେ ଆପଣାନ୍ତୁ ବାସ୍‌ ଗୋଟିଏ ସରଳ ଉପାୟ, ଚୁଟ୍‌କିରେ ବଢି ଚାଲିବ ଧନ..

- Advertisement -

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories