www.samajalive.in
Monday, December 8, 2025
13.1 C
Bhubaneswar

ଭୟାବହ ଅଗ୍ନିକାଣ୍ଡରେ ୪୪ଜଣ ଜୀବନ୍ତ ଦଗ୍ଧ, ୨୦ ଗୁରୁତର

ବାଂଲାଦେଶ: ରାଜଧାନୀରେ ଥିବା ଏକ ସାତମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡେ ଘଟି ୪୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ଢାକାର ଏହି ହୋଟେଲର ପ୍ରଥମ ମହଲାରେ ଥିବା ଏକ ରେଷ୍ଟୁରାଣ୍ଟରେ ନିଆଁ ବ୍ୟାପିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ୧୩ଟି ଦମକଳ ଗାଡି ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛନ୍ତି। ଗ୍ରୀନ୍‍ କୋଜି ନାମକ ଏହି ସାତମହଲା କୋଠାରୁ ୭୫ଜଣଙ୍କୁ ଉଦ୍ଧାର କରାଯାଇଛି। ସମସ୍ତଙ୍କୁ ଢାକା ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଅଗ୍ନିକାଣ୍ଡ କିପରି ଘଟିଲା କାରଣ ସ୍ପଷ୍ଟ ହୋଇନାହିଁ। ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories