www.samajalive.in
Monday, December 8, 2025
27.1 C
Bhubaneswar

ଶେଖ୍‌ ହାସିନା ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି । ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ଶେଖ୍‌ ହାସିନାଙ୍କ ନାଁରେ ମାମଲା ହୋଇଥିଲା ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories