ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍‌; ନେତା ସହ ୫ ଗିରଫ

ଢାକା : ବାଂଲାଦେଶରେ କୋମିଲା ଜିଲାରେ ଜଣେ ୨୭ ବର୍ଷୀୟ ହିନ୍ଦୁ ଯୁବତୀଙ୍କ ସହ ତାଙ୍କ ଘରେ ପଶି ଦୁଷ୍କର୍ମ କରିଥିବା ଘଟଣା ହଇଚଇ ସୃଷ୍ଟି କରିଛି । ଯୁବତୀଙ୍କ ଭିଡିଓ କରି ତାହାକୁ ସୋସିଆଲ ମିଡିଆରେ ଭାଇରାଲ୍‌ ମଧ୍ୟ କରାଯାଇଛି । ଯୁବତୀଙ୍କ ସହ ମାର୍‌ପିଟ୍‌ ମଧ୍ୟ କରାଯାଇଛି । ଘଟଣାର ଭିଡିଓ ଆସିବା ପରେ ଢାକା ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି । ଏହି ଘଟଣାରେ ପୁଲିସ ବିଏନପିର ସ୍ଥାନୀୟ ନେତା ସମେତ … Continue reading ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍‌; ନେତା ସହ ୫ ଗିରଫ