www.samajalive.in
Saturday, December 6, 2025
23.1 C
Bhubaneswar

ବାଂଲାଦେଶରେ ସେନା ସରକାର

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଲା ସେନା । ଶାସନ ଭାର ଗ୍ରହଣ ସହ ସବୁ ଦଳର ପ୍ରତିନିଧିଙ୍କୁ ଡାକି ଆଲୋଚନା କରିଛନ୍ତି। ହିଂସା ବନ୍ଦ କରିବାକୁ ଯୁବବର୍ଗଙ୍କୁ ଅପିଲ କଲେ ବାଂଲା ସେନା ମୁଖ୍ୟ ।
ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ପ୍ରଧାନମନ୍ତ୍ରୀ ଶେଖ ହସିନା ଶେଷରେ ସେନା ଚାପରେ ସୋମବାର ଇସ୍ତଫା ଦେଇଛନ୍ତି। ସେନାର ଚେତାବନୀ ପରେ ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।

ଶେଖ ହସିନାଙ୍କ ଇସ୍ତଫା ପରେ ସେନା ପ୍ରମୁଖ କହିଲେ-ଆମେ ଚଲାଇବୁ ଦେଶ

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories