www.samajalive.in
Friday, December 5, 2025
20.1 C
Bhubaneswar

ବାଣୀବିହାର ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ଵର: ଉତ୍କଳ ବିଶ୍ଵବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମଧୁସୂଦନ ଛାତ୍ରାବାସରେ ଜଣେ ଛାତ୍ରଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଉଛନ୍ତି ତାପସ ରଞ୍ଜନ ନାୟକ। ସେ ଫିଲୋସଫି ବିଭାଗର ଦ୍ଵିତୀୟ ବର୍ଷର ଛାତ୍ର ବୋଲି ଜଣାପଡିଛି। ତେବେ ଛାତ୍ରଙ୍କର କେମିତି ମୃତ୍ୟୁ ହେଲା , ତାର କାରଣ ଏବେବି ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି। ଗତକାଲି ରାତିରେ ସେ ସୁସ୍ଥ ଥିଲେ , ଏବଂ ସାଙ୍ଗ ମାନଙ୍କ ସହ କଥା ହୋଇଥିଲେ ବୋଲି ତାଙ୍କର ସହପାଠୀମାନେ କହିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories