www.samajalive.in
Monday, December 8, 2025
27.1 C
Bhubaneswar

‘ସମାଜ’ପ୍ରଭାବ : ବିନୀକରଣ ରକ୍ଷଣାବେକ୍ଷଣ କାର୍ଯ୍ୟ ଆରମ୍ଭ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣା କଟକ ରେଞ୍ଜ ଉଦୟପୁର ଠାରୁ ତିଳେଶ୍ୱର ରାସ୍ତା ବନୀକରଣରେ ରାକ୍ଷଣାବେକ୍ଷଣ ଅଭାବରୁ ବିନୀକରଣ ନଷ୍ଟ ହେବା ଚିତ୍ର ଗତ ୧୧ ତାରିଖ ‘ସମାଜ’ରେ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପରେ ଶନିବାର ବନବିଭାଗ ପକ୍ଷରୁ ରାସ୍ତା ପାର୍ଶ୍ୱ ବିନୀକରଣର ତାରଜାଲି କାର୍ଯ୍ୟ ହାତକୁ ନିଆଯାଇ ଲଗାଯାଇଥିବା ଗଛ ଗୁଡିକର ସୁରକ୍ଷା ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାଦ୍ୱାରା ଏହି ରାସ୍ତାରେ  ଦୀର୍ଘ ୮ କିଲୋମିଟର ଭିତରେ ଲାଗିଥିବା ୨ହଜାର ଗଛର ରକ୍ଷଣାବେକ୍ଷଣ  ସହିତ ପରିବେଶ ସୁରକ୍ଷା ହୋଇପାରିବ। ଏହିପରି ସବୁ ରାସ୍ତା ପାର୍ଶ୍ଵ ବନୀକରଣ କାର୍ଯ୍ୟରେ ବନବିଭାଗ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ଦାବୀ ହେଉଛି।

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories