www.samajalive.in
Sunday, December 7, 2025
26.1 C
Bhubaneswar

ବ୍ୟାଙ୍କ୍ ଝରକା ତାଡି ଲୁଟ୍

ବାଲେଶ୍ଵର: ବାଲେଶ୍ଵର ବାଲିଆପାଳ ଥାନା ଖପରାପଦା ଛକରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ହୋଇଛି। ଝରକା ଭାଙ୍ଗି ଦୁର୍ବୁତ୍ତ ମାନେ ଲକ୍ଷାଧିକ ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ରବିବାର ବିଳମ୍ବିତ ରାତିରେ ଦୁର୍ବୁତ୍ତ ମାନେ ଗ୍ୟାସ୍ କଟରରେ ଝରକା ର ଗ୍ରୀଲ କାଟି ଟଙ୍କା​ ଲୁଟି ନେଇଛନ୍ତି।ସକାଳୁ  ବ୍ୟାଙ୍କର ଝରକା ତଡା ହୋଇଥିବା ଦେଖି ସ୍ଥାନୀୟ ଲୋକ ବ୍ୟାଙ୍କ ମ୍ୟାନେଜର ଏବଂ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ବାଲିଆପାଳ ଥାନା ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି। ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କରୁ ଚୋରି ହୋଇଥିଲା। ବାରମ୍ବାର ଏଭଳି ଘଟଣା ସାମ୍ନାକୁ ଆସୁଥିବାରୁ ପାଟ୍ରୋଲିଂକୁ କଡାକଡି କରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories